fbpx

ରାଜ୍ୟରେ ଆଜି ୭୩୦ ସଂକ୍ରମିତ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୨୫।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୭୩୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୧୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୧୧ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୬,୦୦୧ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.