fbpx

ରାଜ୍ୟରେ ଆଜି ୭୪୯ ସଂକ୍ରମିତ, ଜାଣନ୍ତୁ କେଉଁଠୁ କେତେ ?

Advertisement

ଭୁବନେଶ୍ୱର,୧୬।୧୧(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୭୪୯ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୩୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୧୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୯,୪୦୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୮୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.