fbpx

ଆଜି ଦେଶ ପାଳୁଛି ୭୪ତମ ସ୍ୱାଧୀନତା ଦିବସ

ନୂଆଦିଲ୍ଲୀ,୧୫/୮: ଆଜି ସାରା ଦେଶ ପାଳୁଛି ୭୪ତମ ସ୍ୱାଧୀନତା ଦିବସ । ରାଜଘାଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଏହା ସହ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ । ପତାକା ଉତ୍ତୋଳନ ସହ ଜାତୀୟ ସଙ୍ଗୀତ ଗାୟନ କରାଯାଇଛି ।

Get real time updates directly on you device, subscribe now.