fbpx

ଭୁବନେଶ୍ୱରରୁ ଆଜି ୭୫୩ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠି କେତେ ?

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଥିବା ବେଳେ ଭୁବନେଶ୍ୱରରୁ ଆଜି ୭୫୩ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୨୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୨୭୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୨୭୫ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୭୯ ହଜାର ୩୨୭ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୬୮ ହଜାର ୮୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧୦,୧୩୧ ଜଣ ଚିକିତ୍ସିତ ହେଉଥିବା ବେଳେ ୩୪୮ ଜଣଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.