fbpx

ରାଜ୍ୟରେ ଆଜି ୭୫୩ ସଂକ୍ରମିତ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୧୫।୧୧(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୭୫୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୩୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୧୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୮,୬୫୯କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୭୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

 

Get real time updates directly on you device, subscribe now.