ଭୁବନେଶ୍ୱର,(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହାରି ମଧ୍ୟରେ ଆଜି ପୁଣି ୭୬୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୪୩ ଓ ସ୍ଥାନୀୟ ଅଞ୍ଚଳରୁ ୩୧୯ ଜଣ ଚିହ୍ନଟ ହେବା ସହ ୧୦୨ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୩ ହଜାର ୫୬୭ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୯୮ ହଜାର ୫୯୧ ରହିଥିବା ବେଳେ ୬ ହଜାର ୮୫୩ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 7th September
New Positive Cases: 762
Of which 0-18 years: 102
In quarantine: 443
Local contacts: 319(Details of local contacts will be shared by concerned Dist Administration)
District Wise Cases:
1. Angul: 20
2. Balasore: 17
3. Bargarh: 13— I & PR Department, Odisha (@IPR_Odisha) September 8, 2021
21. Mayurbhanj: 29
22. Nawarangpur: 2
23. Nayagarh: 3
24. Nuapada: 3
25. Puri: 16
26. Rayagada: 6
27. Sambalpur: 7
28. Sonepur: 3
29. Sundargarh: 26
30. State Pool: 74New recoveries: 801
Cumulative tested: 18599037
Positive: 1013567
Recovered: 998591
Active cases: 6853— I & PR Department, Odisha (@IPR_Odisha) September 8, 2021