fbpx

ଖୁସି ଖବର: ରାଜ୍ୟରେ ଆଉ ୭୭୨ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୩୧ ।୭(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୭୭୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୧୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିଭଳି କଟକରେ ୧୧୬, ଖୋର୍ଦ୍ଧାରେ ୮୧, କେନ୍ଦୁଝରରେ ୬୮, କୋରାପୁଟରେ ୪୧, ରାୟଗଡାରେ ୩୧, ଗଜପତିରେ ୨୭, ସୁନ୍ଦରଗଡରେ ୨୪, ଯାଜପୁରରେ ୨୧, କଳାହାଣ୍ଡିରେ ୨୦ ଜଣ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.