fbpx

ଅଗ୍ନିକାଣ୍ଡରେ ୮ ଆହତ

ଭୁବନେଶ୍ୱର,୭/୧୦(ଓଡିଶା ଭାସ୍କର): ଭୁବନେଶ୍ବର ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ଆଜି ଲାଗିଛି ଭୟଙ୍କର ଅଗ୍ନିକାଣ୍ଡ। ଏହି ଅଗ୍ନିକାଣ୍ଡରେ ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ୮ ଜଣଙ୍କ ମଧ୍ୟରୁ ଗୁରୁତର ଥିବା ୨ଜଣଙ୍କୁ SCB ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

Get real time updates directly on you device, subscribe now.