ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୮ ହଜାର ୧୮୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୮ ଲକ୍ଷ ୪ ହଜାର ୯୮୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯୮୭ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୮୬୭, ଅନୁଗୁଳରୁ ୭୪୫, ଯାଜପୁରରୁ ୫୧୬, ବାଲେଶ୍ୱରରୁ ୪୨୩, ନୟାଗଡ଼ରୁ ୪୧୮,ଜଗତସିଂପୁରରୁ ୩୯୭, ମୟୂରଭଞ୍ଜରୁ ୩୬୭, ଢେଙ୍କାନାଳରୁ ୩୩୨, ପୁରୀରୁ ୩୦୪, ବୌଦ୍ଧରୁ ୩୦୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
Another 8182 Covid patients have recovered and are being discharged on 14.06.2021
987 from Khordha
867 from Cuttack
745 from Anugul
516 from Jajapur
423 from Baleswar
418 from Nayagarh
397 from Jagatsinghpur
367 from Mayurbhanj
332 from Dhenkanal
304 from Puri
303 from Boudh— H & FW Dept Odisha (@HFWOdisha) June 14, 2021
55 from Ganjam
45 from Gajapati
30 from Deogarh
30 from Nuapada
145 from State PoolThe total recovered cases of Odisha now stand at 804981
— H & FW Dept Odisha (@HFWOdisha) June 14, 2021