ଭୁବନେଶ୍ୱର,୧୮।୩(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୮୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୪୮୯ ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୯ ଓ ସ୍ଥାନୀୟ ଅଞ୍ଚଳରୁ ୩୪ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୫ ହଜାର ୮୫୭ ରହିଥିବା ବେଳେ ୬୬୧ ଜଣ ଚିକିତ୍ସିତ ହେଉଛନ୍ତି । ଆଜି କଟକ ଜିଲ୍ଲାରୁ ସର୍ବାଧିକ ୨୫ ଜଣ ଲେଖାଏଁ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 17th March
New Positive Cases: 84
In quarantine: 49
Local contacts: 35(Details of local contacts will be shared by concerned Dist Administration)
District Wise Cases:
1. Angul: 4
2. Balasore: 1
3. Bargarh: 9
4. Bhadrak: 1
5. Cuttack: 25
6. Ganjam: 2— I & PR Department, Odisha (@IPR_Odisha) March 18, 2021
17. Sundargarh: 10
18. State Pool: 1New recoveries: 61
Cumulative tested: 8712117
Positive: 338489
Recovered: 335857
Active cases: 661— I & PR Department, Odisha (@IPR_Odisha) March 18, 2021