fbpx
BJD SKY
BJD SKY

କମୁନି ସଂକ୍ରମଣ! ଆଜି ରାଜ୍ୟରେ ୮୮୩୯ କରୋନା ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠି କେତେ?

BJD

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ବଢିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ପୁଣି ୮ ହଜାର ୮୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୯୪୮ ଓ ସ୍ଥାନୀୟ ଅଞ୍ଚଳରୁ ୩୮୯୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଳକ୍ଷ ୯୦ ହଜାର ୯୭୦କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସର୍ମ୍ପକ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୩୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୭୬୯, ମୟୂରଭଞ୍ଜରୁ ୫୮୩, ଢେଙ୍କାନାଳରୁ ୫୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.