ଭୁବନେଶ୍ୱର,(ଓଡିଶା ଭାସ୍କର): ରାଜ୍ୟରେ କରୋନାର ଉପର ତଳ ଖେଳ ଆରମ୍ଭ ହୋଇଗଲାଣି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହାରି ମଧ୍ୟରେ ଆଜି ପୁଣି ୮୮୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୧୫ ଓ ସ୍ଥାନୀୟ ଅଞ୍ଚଳରୁ ୩୭୨ ଜଣ ଚିହ୍ନଟ ହେବା ସହ ୧୩୧ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩ ହଜାର ୨୧୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୮୭ ହଜାର ୩୬୯ ରହିଥିବା ବେଳେ ୮ ହଜାର ୨୨୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 24th August
New Positive Cases: 887
Of which 0-18 years: 131
In quarantine: 515
Local contacts: 372(Details of local contacts will be shared by concerned Dist Administration)
District Wise Cases:
1. Angul: 27
2. Balasore: 56
3. Bargarh: 9
4. Bhadrak: 9— I & PR Department, Odisha (@IPR_Odisha) August 25, 2021
22. Nawarangpur: 2
23. Nayagarh: 11
24. Nuapada: 3
25. Puri: 39
26. Rayagada: 2
27. Sambalpur: 21
28. Sundargarh: 7
29. State Pool: 69New recoveries: 1035
Cumulative tested: 17666741
Positive: 1003210
Recovered: 987369
Active cases: 8226— I & PR Department, Odisha (@IPR_Odisha) August 25, 2021