ଭୁବନେଶ୍ୱର, ୧୨ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୧୮୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯ଜଣଙ୍କ ଜୀବନ ନେଇଛି କରୋନା । ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୪, ରାୟଗଡ଼ାରୁ ୨, ଅନୁଗୁଳ, ବାଲେଶ୍ୱର ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
Regret to inform the demise of Nine #COVID19 positive patients while under treatment in hospitals.
1. A 44-year old female of Angul district who was also suffering from diabetes .
2. A 38-year old male of Balasore district.
— H & FW Dept Odisha (@HFWOdisha) August 12, 2020
6. A 74-year old female of Ganjam district.
7. A 58-year old male of Khordha district who was also suffering from Diabetes.
8. A 65-year old male of Rayagada district.
9. A 65-year old male of Rayagada district who was also suffering from Diabetes, Hypertension.
— H & FW Dept Odisha (@HFWOdisha) August 12, 2020