fbpx

ରାଜ୍ୟରେ ଆଜି ୯ଜୀବନ ନେଲା କରୋନା

ଭୁବନେଶ୍ୱର, ୧୨ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୧୮୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯ଜଣଙ୍କ ଜୀବନ ନେଇଛି କରୋନା । ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୪, ରାୟଗଡ଼ାରୁ ୨, ଅନୁଗୁଳ, ବାଲେଶ୍ୱର ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.