fbpx

ରାଜ୍ୟରେ ଆଜି ଆଉ ୯ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର, ୪ା୯(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୩୨୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମ, ଖୋର୍ଦ୍ଧା, କଟକ, ବଲାଙ୍ଗୀର ଜିଲ୍ଳାରୁ ୨ଜଣ ଲେଖାଏଁ, ରାୟଗଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୩୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.