ଭୁବନେଶ୍ୱର, ୧୯ା୯(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୪୨୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ବରଗଡ଼ରୁ ୨, ଭଦ୍ରକ, ବଲାଙ୍ଗୀର, କଟକ, ଗଜପତି, ପୁରୀ, ରାୟଗଡ଼ା, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
Regret to inform the demise of Nine #COVID19 positive patients while under treatment in hospitals.
1. A 63-year old male of Bargarh district who was also suffering from Diabetes & hypertension.
2. A 55-year old female of Bargarh district who was also suffering from Diabetes.
— H & FW Dept Odisha (@HFWOdisha) September 19, 2020