fbpx
BJD SKY
BJD SKY

ରାଜ୍ୟ କ୍ୟାବିନେଟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୯ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରି

BJD

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଶେଷ ହୋଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିଲା ଏହି କ୍ୟାବିନେଟ୍ ବୈଠକ । ମିଳିଥିବା ସୂଚନା ମୁତାବକ, ବୈଠକରେ ୯ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ଉଚ୍ଚଶିକ୍ଷା ସହିତ ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରସ୍ତାବକୁ ମଞ୍ଜୁରି ଦିଆଯାଇଥିବା ଜଣାପଡିଛି ।

Get real time updates directly on you device, subscribe now.