fbpx
BSKY
BJD MC SKY
BJD YOUTH SKY

ରାଜ୍ୟରେ ଆଜି ୯୦୨ ସଂକ୍ରମିତ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୧୪।୧୧(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୯୦୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୨୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୭୯ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୭,୯୦୬କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ମୟୁରଭଞ୍ଜରୁ ସର୍ବାଧିକ ୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Get real time updates directly on you device, subscribe now.