fbpx

ରାଜ୍ୟରେ ଆଉ ୯୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୭।୫(ଓଡିଶା ଭାସ୍କର): ରାଜ୍ୟରେ ଆଉ ୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଏହାସହ ଓଡିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ଭଦ୍ରକ – ୨୮, ବାଲେଶ୍ୱର – ୧୭, ଗଞ୍ଜାମ – ୧୫, କଟକ – ୧୨, ପୁରୀ – ୭, କେନ୍ଦୁଝର – ୪, ଖୋର୍ଦ୍ଧା – ୩, ବଲାଙ୍ଗୀର – ୨, କେନ୍ଦ୍ରାପଡା – ୧, ସମ୍ବଲପୁର – ୧, ସୁନ୍ଦରଗଡ – ୧ ଜଣ ଚିହ୍ନଟ ହୋଇଛନ୍ତି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଉଲ୍ଲେଖ ଯୋଗ୍ୟଯେ ରାଜ୍ୟରେ ୮୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣ ୧୯୬ ସୁସ୍ଥ ହୋଇଛନ୍ତି ଓ ୩ ଜଣଙ୍କର ମୃତ୍ୟୁ ହୋଇଛି। ଓଡ଼ିଶାରେ ଏବେ  ୬୨୯ ଆକ୍ଟିଭ କେସ ରହିଛି।

Get real time updates directly on you device, subscribe now.