ଭୁବନେଶ୍ୱର,୫।୨(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୯୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୮ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ହଜାର ୪୬୬ କୁ ବୃଦ୍ଧି ପାଇଛି । ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୨ ହଜାର ୬୧୧ ହୋଇଥିବା ବେଳେ ଏବେ ବି ୮୯୪ ଜଣ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ ଓ କଟକରୁ ସର୍ବାଧିକ ୧୬ ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
Covid-19 Report For 4th Feb, 2021
New Positive Cases: 97
In quarantine: 58
Local contacts: 39(Details of local contacts will be shared by concerned District Administration)
District Wise Cases:
1. Angul: 5
2. Balasore: 2
3. Bargarh: 12
4. Balangir: 1
5. Cuttack: 16— I & PR Department, Odisha (@IPR_Odisha) February 5, 2021
20. Sambalpur: 2
21. Sundargarh: 16
22. State Pool: 1New recoveries: 112
Cumulative tested: 7819907
Positive: 335466
Recovered: 332611
Active cases: 894— I & PR Department, Odisha (@IPR_Odisha) February 5, 2021