-
World 144,338,174
WorldConfirmed: 144,338,174Active: 18,536,485Recovered: 122,732,529Death: 3,069,160 -
USA 32,587,166
USAConfirmed: 32,587,166Active: 6,840,503Recovered: 25,163,545Death: 583,118 -
India 15,924,732
IndiaConfirmed: 15,924,732Active: 2,290,689Recovered: 13,449,371Death: 184,672 -
Brazil 14,050,885
BrazilConfirmed: 14,050,885Active: 1,110,666Recovered: 12,561,689Death: 378,530 -
Russia 4,727,125
RussiaConfirmed: 4,727,125Active: 267,546Recovered: 4,352,873Death: 106,706 -
Turkey 4,446,591
TurkeyConfirmed: 4,446,591Active: 565,274Recovered: 3,844,342Death: 36,975 -
UK 4,395,703
UKConfirmed: 4,395,703Active: 101,642Recovered: 4,166,734Death: 127,327 -
Italy 3,904,899
ItalyConfirmed: 3,904,899Active: 475,635Recovered: 3,311,267Death: 117,997 -
Germany 3,208,672
GermanyConfirmed: 3,208,672Active: 303,190Recovered: 2,824,100Death: 81,382 -
Pakistan 772,381
PakistanConfirmed: 772,381Active: 83,162Recovered: 672,619Death: 16,600 -
China 90,541
ChinaConfirmed: 90,541Active: 305Recovered: 85,600Death: 4,636
ଭୁବନେଶ୍ୱର ୭ା୪ (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ ବଢିବାରେ ଲାଗିଛି । କରୋନା ସଂକ୍ରମଣ ବଢୁଥିବା ଦେଖି ନବମ ଓ ଏକାଦଶ କ୍ଲାସ୍ ବନ୍ଦ କରିବାକୁ ରାଜ୍ୟ ସରକାରଙ୍କ ଘୋଷଣା । ସରକାରୀ, ଅନୁଦାନପ୍ରାପ୍ତ ଏବଂ ଘରୋଇ ସ୍କୁଲରେ କ୍ଲାସ ବନ୍ଦ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ଏପ୍ରିଲ ୩୦ ପର୍ଯ୍ୟନ୍ତ କ୍ଲାସ ବନ୍ଦ ରଖିବା ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି । ହଷ୍ଟେଲ ଏବଂ ଆବାସିକ ସ୍କୁଲରେ ରହି ପଢୁଥିବା ପିଲାମାନଙ୍କୁ ଘରକୁ ଯିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଅନ୍ୟପଟେ ଦଶମ ଓ ଦ୍ୱାଦଶ କ୍ଲାସ ଏପ୍ରିଲ ୨୫ ପର୍ଯ୍ୟନ୍ତ ଚାଲୁ ରଖିବା ପାଇଁ କହିଛନ୍ତି ରାଜ୍ୟ ସରକାର ।
Comments are closed.