fbpx

IPSଙ୍କ ପତ୍ନୀଙ୍କ ଆକାଉଣ୍ଟରୁ ୧୦ ଲକ୍ଷ ଟଙ୍କା ଗାଏବ୍

କଟକ(ଓଡ଼ିଶା ଭାସ୍କର): ଦିନକୁ ଦିନ ବଢ଼ିବାରେ ଲାଗିଛି ସାଇବର୍ ଲୁଟ୍ ମାମଲା । ଏହାରି ମଧ୍ୟରେ ବରିଷ୍ଠଳ ଆଇପିଏସ୍ ସୁଶାନ୍ତ ନାଥଙ୍କ ପତ୍ନୀଙ୍କ ଆକାଉଣ୍ଟରୁ ଟଙ୍କା ଗାଏବ୍ ହୋଇଥିବା ମାମଲା ସାମ୍ନାକୁ ଆସିଛି । ୨ ବର୍ଷରେ ପ୍ରାୟ ୧୦ ଲକ୍ଷ ଟଙ୍କା ଗାଏବ ହୋଇଥିବା ଅଭିଯୋଗ ହୋଇଛି । ଠକେଇ ମାମଲାକୁ ନେଇ କଟକ ସାଇବର ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ପରେ ଘଟଣାକୁ ନେଇ ଛାନଭିନ୍ ଜାରି ରଖିଛି ପୋଲିସ ।

Get real time updates directly on you device, subscribe now.