fbpx

ଆଜିଠୁ ରାଜ୍ୟରେ ଏୟାର ଆମ୍ବୁଲାନ୍ସ ସେବା ଆରମ୍ଭ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଜିଠୁ ରାଜ୍ୟରେ ଆରମ୍ଭ ହେବ ଏୟାର ଆମ୍ବୁଲାନ୍ସ ସେବା । ଆଜି ଭୁବନେଶ୍ୱର ବିମାନବନ୍ଦରରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ପର୍ଯ୍ୟାୟରେ ୪ଟି ଜିଲ୍ଲାରେ ଏହି ସେବା ଆରମ୍ଭ ହେବ । ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ା ରେ ଏହି ସେବା ଆରମ୍ଭ କରାଯିବ । ଏହି ସେବାରେ ଗୁରୁତର ରୋଗୀଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଏୟାରଲିଫ୍ଟ କରାଯାଇ ଅଣାଯିବ ।

Get real time updates directly on you device, subscribe now.