fbpx

ବଡ଼ ଖବର: ଓଡ଼ିଶାରେ ଆଉ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଏବେ ମୁଣ୍ଡବିନ୍ଧାର କାରଣ ପାଲଟିଛି । ଏହାରି ମଧ୍ୟରେ ରାଜ୍ୟରେ ଏକାସାଙ୍ଗରେ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଉ ୨୩ ଚିହ୍ନଟ ନେଇ ଆଇଏଲଏସ ପକ୍ଷରୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି ।

୨୩ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଉଭୟ ବିଶେଶ ଫେରନ୍ତା ଓ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୩୭କୁ ବୃଦ୍ଧି ପାଇଛି । ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଥିବା ସୂଚନା ମିଳିଛି ।

Get real time updates directly on you device, subscribe now.