fbpx

ରାଜ୍ୟର କୋଭିଡ୍ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କୋଭିଡ୍ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଅପରାହ୍ନ ୫ଟାରେ କୋଭିଡ୍ ସ୍ଥିତି ସମୀକ୍ଷା କରିବେ । ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ରାଜ୍ୟର କରୋନା ଯୋଗୁଁ ଉପୁଜିଥିବା ସ୍ଥିତି ସମୀକ୍ଷା କରିବେ ନବୀନ । ସୂଚନା ଯୋଗ୍ୟ, ରାଜ୍ୟରେ କୋଭିଡ୍ ସଂକ୍ରମଣ ବଢ଼ିବାରେ ଲାଗିଛି । ଏହା ସହିତ ନୂତନ ଭାରିଆଣ୍ଟ ଓମିକ୍ରନକୁ ନେଇ ମଧ୍ୟ ଭୟ ବଢ଼ିଛି ।

Get real time updates directly on you device, subscribe now.