fbpx

ଭଦ୍ରକ ଜିଲ୍ଲାପାଳଙ୍କ ଅଫିସରେ ଭଙ୍ଗାରୁଜା; ପୋଲିସ ଓ ବିଜେପି କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି

ଭଦ୍ରକ(ଓଡ଼ିଶା ଭାସ୍କର): ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ପୋଲିସ ଓ ବିଜେପି କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିବା ଖବର ସାମ୍ନାକୁ ଆସିଛି । ଓବିସି ସଂରକ୍ଷଣ ଦେବାରେ ସରକାରଙ୍କ ଚଞ୍ଚକତାକୁ ନେଇ ଅଭିଯୋଗ ହୋଇଛି । ସଂରକ୍ଷଣ ସାହିତ ଭୋଟର ତାଲିକା ସଂଶୋଧନର ପ୍ରତିବାଦ ହୋଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଧସେଇ ପଶିବା ବେଳେ ପୋଲିସ ସହ ମୁହାଁମୁହିଁ ହୋଇଥିଲେ ବିଜେପି କର୍ମୀ । ଜିଲ୍ଲାପାଳଙ୍କ ଅଫିସ ଭିତରେ ଧସେଇ ପଶି ଭଙ୍ଗାରୁଜା କରିଛନ୍ତି ଉତ୍ତ୍ୟକ୍ତ କର୍ମୀ । ଅଫିସ ସହିତ ଜିଲ୍ଲାପାଳଙ୍କ ଗାଡ଼ି ଭାଙ୍ଗିଛନ୍ତି ବିଜେପି କର୍ମୀ ।

Get real time updates directly on you device, subscribe now.