fbpx

ପୁଣି ଫେରିଲା ଶୀତ: ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଘନ କୁହୁଡ଼ି ସହ ଶୀତ ଲହର ଜାରି । ଏନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, କଳାହାଣ୍ଡି ଓ କନ୍ଧମାଳର କିଛି ସ୍ଥାନରେ ଘନ କୁହୁଡ଼ି ହେବାର ଆଶଙ୍କା ରହିଛି । ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ରାତିର ତାପମାତ୍ରାରେ ହ୍ରାସ ନେଇ ସୂଚନା ରହିଛି । ରାତିରେ ସତର୍କ ରହିବା ସହ ବାଇକରେ ଯା’ ଆସ ନକରିବାକୁ ପରାମର୍ଶ ଦିଆଯାଇଛି ।

Get real time updates directly on you device, subscribe now.