fbpx

କଲେଜ୍ ପ୍ରିନ୍ସିପାଲ୍ ଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କଳାହାଣ୍ଡି ଜିଲ୍ଲାର ଜଣେ କଲେଜ୍ ପ୍ରିନ୍ସିପାଲ୍ ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ବିଶ୍ୱନାଥପୁରର ହୀରାନୀଳା କଲେଜ୍ ଅଧ୍ୟକ୍ଷ ରମେଶ ସାହୁଙ୍କ ଘରେ ରେଡ୍ ହୋଇଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ଟି ସ୍ଥାନରେ ଭିଜିଲାନ୍ସ ରେଡ୍ ହୋଇଥିବା ଜଣାପଡ଼ିଛି । ଭୁବନେଶ୍ୱର, ଖୋର୍ଦ୍ଧା ଓ କଳାହାଣ୍ଡିର ବିଭିନ୍ନ ସ୍ଥାନରେ ଚାଲିଛି ଚଢ଼ାଉ ।

 

Get real time updates directly on you device, subscribe now.