fbpx

ଭିଜିଲାନ୍ସ ଜାଲରେ ତାଳଚେର RWS&S ସହକାରୀ ଯନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଭିଜିଲାନ୍ସ ଜାଲରେ ଯନ୍ତ୍ରୀ । ତାଳଚେର RWS&S ସହକାରୀ ଯନ୍ତ୍ରୀ ସନ୍ତୋଷ ସାହୁଙ୍କୁ ଧରିଛି ଭିଜିଲାନ୍ସ । ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସନ୍ତୋଷଙ୍କୁ ଭିଜିଲାନ୍ସ ଧରିଥିବା ସୂଚନା ମିଳିଛି । ଜଣେ ଠିକାଦାରଙ୍କ ଠାରୁ ବିଲ୍ ପାସ ପାଇଁ ଲାଞ୍ଚ ନେଉଥିଲେ ଜଣାପଡିଛି । ସନ୍ତୋଷଙ୍କ ବିଭିନ୍ନ ଠିକଣାରେ ଭିଜିଲାନ୍ସ ଟିମ୍ ଏକକାଳୀନ ଚଢ଼ାଉ କରୁଛି । ବର୍ତ୍ତମାନ ସୁଦ୍ଧା କେତେ ସମ୍ପତ୍ତି ଠାବ ହୋଇଛି, ତାହାର କୌଣସି ସୂଚନା ମିଳିନାହିଁ ।

Get real time updates directly on you device, subscribe now.