fbpx

ବିଧାନସଭାରେ ସିଏଜି ରିପୋର୍ଟ ଉପସ୍ଥାପିତ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବିଧାନସଭା ଅଧିବେଶନ ଚାଲିଥିବା ବେଳେ ଆଜି ଗୃହରେ ଉପସ୍ଥାପିତ ହୋଇଛି ସିଏଜି ରିପୋର୍ଟ । ରାଜ୍ୟର ଆର୍ଥିକ ସ୍ଥିତି ଓ ଭୂପୃଷ୍ଠ ଜଳସେଚନ ସମ୍ପର୍କିତ ସିଏଜି ରିପୋର୍ଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ।

ତେବେ ବିଭିନ୍ନ ପ୍ରସଙ୍ଗକୁ ନେଇ ଗୃହରେ ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ । ଚାଷୀ,କୃଷକ, ମାନସ ସ୍ୱାଇଁ ହତ୍ୟା ମାମଲା ଆଦି ପ୍ରସଙ୍ଗକୁ ନେଇ ଗୃହ ସରଗରମ ହୋଇଛିି । ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତିି ମନ୍ତ୍ରୀ । ଗତକାଲି କାମଚଳା ବଜେଟ୍ ଆସିଥିବା ବେଳେ ଆଜି ମଧ୍ୟ ଅନେକ ପ୍ରସଙ୍ଗକୁ ନେଇ ଗୃହରେ ଆଲୋଚନା ହୋଇଛି ।

Get real time updates directly on you device, subscribe now.