ଗୁଇନ୍ଦା ନିର୍ଦ୍ଦେଶକ ବଦଳାଇଲେ ଓଡ଼ିଶା ସରକାର: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟ ଗୁଇନ୍ଦା ନିର୍ଦ୍ଦେଶକ ଆଇପିଏସ ଲଳିତ ଦାସଙ୍କର ଆଜି ବଦଳି କରିଛନ୍ତି ଓଡ଼ିଶା ରାଜ୍ୟ ସରକାର । ଏଡିଜି ଆର.ପି କୋଚେଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଅନ୍ୟପଟେ ଗୁଇନ୍ଦା ନିର୍ଦ୍ଦେଶକ ଲଳିତ ଦାସ ହୋଇଛନ୍ତି ଗୃହ ବିଭାଗ ଓଏସଡି ।