fbpx

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବଲିଉଡ଼ ଅଭିନେତା ଅର୍ଜୁନ ରାମପାଲ

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ବଲିଉଡ଼ ଅଭିନେତା ଅର୍ଜୁନ ରାମପାଲ ଲ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ସାକ୍ଷାତ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କୁ ହକି ଜର୍ସି ପ୍ରଦାନ କରିଥିଲେ । ତେବେ ଅର୍ଜୁନଙ୍କ ସହ ଓଡିଶାର ମହିଳା ଉଦ୍ୟୋଗୀ ସୁକୃତି ପଟ୍ଟନାୟକ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ।

 

Get real time updates directly on you device, subscribe now.