fbpx

ଜୁନ୍ ୧୩ରେ ହେବ ବାଚସ୍ପତି ନିର୍ବାଚନ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ନବୀନଙ୍କ ମନ୍ତ୍ରିମଣ୍ଡଳରେ ବଡ଼ ଧରଣର ଅଦଳବଦଳ ପରେ ଏବେ କିଏ ନୂଆ ବାଚସ୍ପତି ହେବେ, ତାହା ଉପରେ ସମସ୍ତଙ୍କ ନଜର ରହିଛି । ଏହାରି ମଧ୍ୟରେ ବାଚସ୍ପତି ନିର୍ବାଚନ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ସୂଚନା ଦିଆଯାଇଛି ।

ସୂଚନା ଅନୁସାରେ, ଜୁନ୍ ୧୩ ତାରିଖରେ ବାଚସ୍ପତି ନିର୍ବାଚନ ହେବ । ବାଚସ୍ପତି ପଦ ପାଇଁ ଆସନ୍ତା ଶୁକ୍ରବାର ପ୍ରାର୍ଥୀପତ୍ର ଦାଖଲ କରାଯିବ । ତେବେ ଗତ ୪ ତାରିଖ ଦିନ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ସୂର୍ଯ୍ୟନାରାୟଣ ପାତ୍ର। ଉପବାଚସ୍ପତିଙ୍କୁ ନିଜର ଇସ୍ତଫା ପତ୍ର ଦେଇଥିଲେ ସୂର୍ଯ୍ୟନାରାୟଣ ପାତ୍ର ।

Get real time updates directly on you device, subscribe now.