ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣିଥରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । କିନ୍ତୁ ଗତକାଲି ଅପେକ୍ଷା ଆଜି ଦୈନିକ ସଂକ୍ରମଣ ସାମାନ୍ୟ କମିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮୧୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଲୋକାଲ କେସ ୩୩୯ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୪୭୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରୁ ୧୧୮ ଆକ୍ରାନ୍ତ ଥିବା ଜଣାପଡିଛି ।
ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡ଼ରୁ ୧୪୧, କଟକରୁ ୭୮, ଷ୍ଟେଟପୁଲରୁ ୪୬, ସମ୍ବଲପୁରରୁ ୫୭, ପୁରୀରୁ ୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
Covid-19 Report For 17th July
New Positive Cases: 816
Of which 0-18 years: 118
In quarantine: 477
Local contacts: 339(Details of local contacts will be shared by concerned District)
1. Angul: 7
2. Balasore: 13
3. Bargarh: 7
4. Bhadrak: 8
5. Balangir: 10
6. Boudh: 11— I & PR Department, Odisha (@IPR_Odisha) July 18, 2022
ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୯, ୯୨୮କୁ ବୃଦ୍ଧି ପାଇଛି । ଏବେ ସକ୍ରିୟ ମାମଲା ୫୯୧୧ ରହିଛି । ୨୪ ଘଣ୍ଟା ମଧ୍ୟରେ ୬୦୦ ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୨,୮୪,୮୩୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
23. Nuapada: 1
24. Puri: 20
25. Rayagada: 6
26. Sambalpur: 57
27. Sonepur: 14
28. Sundargarh: 141
29. State Pool: 46New recoveries: 600
Cumulative tested: 32370840
Positive: 1299928
Recovered: 1284835
Active cases: 5911— I & PR Department, Odisha (@IPR_Odisha) July 18, 2022