fbpx

ଆଜି ପ୍ରକାଶ ପାଇବ ସିବିଏସ୍‌ଇ ଦ୍ୱାଦଶ ରେଜଲ୍ଟ

ନୂଆଦିଲ୍ଲୀ, : ସିବିଏସ୍‌ଇ ଦ୍ୱାରା ପରିଚାଳିତ ଚଳିତବର୍ଷର ଦ୍ୱାଦଶ ବୋର୍ଡ ପରୀକ୍ଷା ଫଳ ଗୁରୁବାର ପୂର୍ବାହ୍ନ ସାଢେ ୧୨ଟାରେ ପ୍ରକାଶ ପାଇବ । ଛାତ୍ରଛାତ୍ରୀମାନେ www.cbse.nic.in ରେ ରେଜଲ୍ଟ ଜାଣିପାରିବେ। ଚଳିତ ବର୍ଷ ଏପ୍ରିଲ ୨୬ ତାରିଖରେ ଆରମ୍ଭ ହୋଇଥିବା ସିବିଏସଇ ପରୀକ୍ଷା ଜୁନ୍ ୧୫ରେ ଶେଷ ହୋଇଥିଲା । ସମଗ୍ର ଦେଶରୁ ପ୍ରାୟ ୩୫ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଉଥିବାବେଳେ ଓଡ଼ିଶାରୁ ଦଶମ ଶ୍ରେଣୀରେ ୩୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ଏବଂ ଦ୍ୱାଦଶରେ ୧୮ ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।

Get real time updates directly on you device, subscribe now.