fbpx

ଆଜି ୧୨ ଘଣ୍ଟା ପାଇଁ ବନ୍ଦ ରହିବ ଓଡ଼ିଶାର ଏହି ସହର: ଜାଣନ୍ତୁ କାହିଁକି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସଚେତନ ନାଗରିକ ମଞ୍ଚ ପକ୍ଷରୁ ଆଜି ୧୨ ଘଣ୍ଟିଆ ଖଡ଼ିଆଳ ବନ୍ଦ ଡାକରା ଦିଆଯାଇଛି । ସହର ମଧ୍ୟରେ ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଦାବି କରି ବନ୍ଦ ଡାକରା ଦିଆଯାଉଛି । ବନ୍ଦ ଡାକରା ଯୋଗୁଁ ସହରର ସମସ୍ତ ଦୋକାନ, ବଜାର ସମେତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି ।

ଖଡ଼ିଆଳ ସହର ମଧ୍ୟରେ ଭାରିଯାନ ଚଳାଚଳ ବନ୍ଦ ରହିଛି । ଗାଡି ଚଳାଚଳ ବନ୍ଦ ଥିବାରୁ ସାଧାରଣ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

Get real time updates directly on you device, subscribe now.