fbpx

ମହାରାଷ୍ଟ୍ରରୁ ଫେରିବେ ଓଡିଆ ଶ୍ରମିକ, ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରୁଛନ୍ତି ନବୀନ

ଭୁବନେଶ୍ୱର,୨୬ ।୪(ଓଡିଶା ଭାସ୍କର): ପ୍ରବାସୀ ଓଡିଆ ଶ୍ରମିକଙ୍କୁ ଫେରାଇ ଆଣିବାକୁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ସହ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସିଂ ଜରିଆରେ ଉଭୟ ମୁଖ୍ୟମନ୍ତ୍ରୀ ମଧ୍ୟରେ ଆଲୋଚନା ଚାଲିଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଏହି ଆଲୋଚନାରେ ସାମିଲ ହୋଇଛନ୍ତି । ଏହା ପୂର୍ବରୁ ଗୁଜରାଟ ମୁଖ୍ୟମନ୍ତ୍ରୀ ରୂପାଣୀଙ୍କ ସହ ନବୀନ ଆଲୋଚନା କରିଥିଲେ । ସମସ୍ତଙ୍କୁ ବସ୍ ଯୋଗେ ଓଡିଶା ଆଣିବାକୁ ଆଲୋଚନାରେ ନିଷ୍ପତ୍ତି ହୋଇଥିଲା ।

Get real time updates directly on you device, subscribe now.