fbpx

ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ,ଆକ୍ରାନ୍ତଙ୍କ ସଂଖ୍ୟା ୧୬୩କୁ ବୃଦ୍ଧି ।

ଭୁବନେଶ୍ୱର:୪ ।୫(ଓଡିଶା ଭାସ୍କର):ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ । ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୩କୁ ବୃଦ୍ଧି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା। ଆକ୍ରାନ୍ତ ଜଣଙ୍କ ସୁନ୍ଦରଗଡ ଜିଲ୍ଲାର ସୂଚନା । ସୁନ୍ଦରଗଡରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧କୁ ବୃଦ୍ଧି ।

Get real time updates directly on you device, subscribe now.