fbpx

ରାଜ୍ୟରେ ଆଉ ଜଣେ କରୋନା ରୋଗୀ ଚିହ୍ନଟ ,ଆକ୍ରାନ୍ତଙ୍କ ସଂଖ୍ୟା ୧୭୦

ଭୁବନେଶ୍ୱର:୫ ।୫(ଓଡିଶା ଭାସ୍କର):ରାଜ୍ୟରେ ଆଉ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।ଏହା ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ ରେ ପଂହଚିଛି । ଗତକାଲି ୭ ଜଣ କରୋନା ପଜେଟିଭ ଚିହ୍ନଟ ହେବା ପରେ ଏହି ସଂଖ୍ୟା ୧୬୯ରେ ପଂହଚିଥିଲା । ଚିହ୍ନଟ ହୋଇଥିବା ଆକ୍ରାନ୍ତ ଗଂଜାମ ଜିଲ୍ଲାର । ଏହା ସହ ଗଂଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୩ରେ ପଂହଚିଛି । ସ୍ୱସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ଏହି ନୂଆ ଆକ୍ରାନ୍ତ ସୁରଟ ଫେରନ୍ତା କି ନାହିଁ ତାହା ସ୍ପଷ୍ଠ ହୋଇନାହିଁ ।

Get real time updates directly on you device, subscribe now.