fbpx

ବଡ ଖବର :ରାଜ୍ୟରେ ଆଉ ଜଣେ କରୋନା ରୋଗୀଙ୍କ ମୃତ୍ୟୁ ,ଆଉ ଜଣେ ଅକ୍ରାନ୍ତ

ଭୁବନେଶ୍ୱର :୬ ।୫(ଓଡିଶା ଭାସ୍କର):ରାଜ୍ୟରେ ଆଉ ଜଣେ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏହା ସହ ରାଜ୍ୟରେ କରୋନାରେ ମୃତକଙ୍କ ସଂଖ୍ୟା ୨ରେ ପଂହଚିଛି । ପୂର୍ବରୁ ଭୁବନେଶ୍ୱରର ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିଲା । ତଛଡା ଆଉ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହା ସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ ଛୁଇଁଛି ।ଗତକାଲି ଗୋଟିଏ ଦିନରେ ରାଜ୍ୟରେ ୭ ଜଣ କରୋନା ରୋଗୀ ଚିହ୍ନଟ ହୋଇଥିଲେ ।

Get real time updates directly on you device, subscribe now.