fbpx

ରାଜ୍ୟରେ ଆଉ ୧୫ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୧୦ ।୫(ଓଡିଶା ଭାସ୍କର): ରାଜ୍ୟରେ ଆଉ ୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହ ରାଜୃରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୭୭କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରେ ଗଞ୍ଜାମରେ ୭ , ବୌଦ୍ଧରେ ୩, ଯାଜପୁରରେ ଜଣେ, ଅନୁଗୁଳରେ ୨ ଓ ପୁରୀରେ ୨ କରୋନା ଆକ୍ରାନ୍ତ ଥିବା ଜଣାପଡିଛି । ବର୍ତ୍ତମାନ ସୁଦ୍ଧା ସକ୍ରିୟ କେସ୍ ୩୦୬ ଥିବାବେଳେ ସୁସ୍ଥ- ୬୮ ଓ ମୃତ ସଂଖ୍ୟା ୩କୁ ବୃଦ୍ଧି ପାଇଛି ।

Get real time updates directly on you device, subscribe now.