fbpx

ଆଜି ରାଜ୍ୟ କ୍ୟାବିନେଟ୍‍: ୧୦ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‍ରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେବ । କେତୋଟି ବିଭାଗର କ୍ୟାଡର ପୁନର୍ଗଠନ, କୃଷି, ସ୍ୱାସ୍ଥ୍ୟ, ଜଳସମ୍ପଦ ଓ ମହିଳା ବିକାଶ ସହିତ ୧୦ରୁ ଅଧିକ ପ୍ରସ୍ତାବ ଉପରେ କ୍ୟାବିନେଟ୍‍ରେ ଆଲୋଚନା ଏବଂ ପାରିତ ହେବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.