fbpx

ଦୁଇ ବାଇକ ମୁଁହାମୁହିଁ,୩ ଜଣଙ୍କ ମୃତ୍ୟୁ

ଆନନ୍ଦପୁର : ଆନନ୍ଦପୁର ବ୍ୟାରେଜ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏଥିରେ ୨ଟି ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ୩ ଜଣଙ୍କରେ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । ତେବେ ମୃତକଙ୍କ ପରିଚୟ ମିଳି ନାହିଁ କିନ୍ତୁ ସେମାନଙ୍କ ମଧ୍ୟରେ ଦୁଇ ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି ବୋଲି କୁହାଯାଉଛି ।

ମୃତକ ହେଲେ ଘଷିପୁରା ଥାନା କଲାବିଲା ଗାଁର ସହଦେବ ବେହେରା, ତାଙ୍କ ପତ୍ନୀ ଚାନ୍ଦିନୀ ବେହେରା ଓ ଜ୍ବାଇଁ ଅଭିରାମ ବେହେରା ଆନନ୍ଦପୁର ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Get real time updates directly on you device, subscribe now.