fbpx

ବିସ୍କୁଟ ଗୋଦାମରେ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ଜିନିଷ ନଷ୍ଟ

ବାଲିଗୁଡ଼ା : ବାଲିଗୁଡ଼ା ରେ ଘଟିଛି ଏକ ଭୟଙ୍କର ଅଗ୍ନିକାଣ୍ଡ । ପାଟଖଣ୍ଡା ସାହିରେ ଥିବା ଏକ ବିସ୍କୁଟ ଗୋଦାମରେ ନିଆଁ ଲାଗିଯାଇଛି । ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ବିସ୍କୁଟ ଓ ଚକୋଲେଟ ଜଳିଯାଇଛି । ତେବେ ଗୋଦାମରେ ସର୍ଟ ସର୍କିଟରୁ ନିଆଁ ଲାଗିଥିବାର ନେଇ ସୂଚନା ମିଳିଛି । ଅନ୍ୟପଟେ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ଆସି ନିଆଁକୁ କାବୁ କରିଛନ୍ତି ।

Get real time updates directly on you device, subscribe now.