fbpx

ରାଜ୍ୟରେ ଆଉ ୨ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୭/୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୨ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ୨ ମୃତକ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଉଲ୍ଲେଖ ଯୋଗ୍ୟଯେ ରାଜ୍ୟରେ ୮୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣ ୧୯୬ ସୁସ୍ଥ ହୋଇଛନ୍ତି ଓ ୫ ଜଣଙ୍କର ମୃତ୍ୟୁ ହୋଇଛି। ଓଡ଼ିଶାରେ ଏବେ  ୬୨୭ ଆକ୍ଟିଭ କେସ ରହିଛି।

Get real time updates directly on you device, subscribe now.