fbpx

ସୁନ୍ଦରଗଡ଼ରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ 

ସୁନ୍ଦରଗଡ଼, ୨୨/୫(ଓଡ଼ିଶା ଭାସ୍କର): ସୁନ୍ଦରଗଡ଼ରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ  ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତିି ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପୱନ କଲ୍ୟାଣ। ସମସ୍ତ ଆକ୍ରାନ୍ତ ମହରାଷ୍ଟ୍ରରୁ ଫେରିଥିବା ବେଳେ କ୍ଵରେଣ୍ଟିନ ରେ ଥିଲେ। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ରାଉରକେଲା କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଆକ୍ରାନ୍ତ ଙ୍କ ମଧ୍ୟରେ ୨ଜଣ ପୁରୁଷ ଓ ୩ଜଣ ମହିଳା ଅଛନ୍ତି।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୧୧୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୩୬ଜଣ ସୁସ୍ଥ ହୋଇଛନ୍ତି ଓ ୭ଜଣଙ୍କର ମୃତ୍ୟ ଘଟିଛି । ଏବେ ରାଜ୍ୟରେ ୭୫୨ ଆକ୍ଟିଭ କେସ୍ ରହିଛି ।

Get real time updates directly on you device, subscribe now.