fbpx

BIG BREAKING : ମହମ୍ମଦ ଶାମୀଙ୍କୁ ମିଳିଲା ଅର୍ଜୁନ ପୁରସ୍କାର

National Sports Awards 2023: ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ହୋଇଛି ଜାତୀୟ କ୍ରୀଡା ପୁରସ୍କାର ପ୍ରଦାନ ଉତ୍ସବ। ଏହି ଅବସରରେ କ୍ରୀଡ଼ାବିତ ମାନଙ୍କୁ ପୁରସ୍କାର ପ୍ରଦାନ କରୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତେବେ ଇଣ୍ଡିଆନ୍ କ୍ରିକେଟ ଟିମର ଷ୍ଟାର ବୋଲର ମହମ୍ମଦ ଶାମୀଙ୍କୁ ଅର୍ଜୁନ ପୁରସ୍କାର ମିଳିଥିବା ଦେଖିବାକୁ ମିଳିଛି।

 

Get real time updates directly on you device, subscribe now.