fbpx

ଆଜି ‘ପରୀକ୍ଷା ପେ ଚର୍ଚ୍ଚା’ରେ ପରୀକ୍ଷା ପ୍ରସ୍ତୁତି ଟିପ୍ସ ଦେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମେଦୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମର ୭ମ ସଂସ୍କରଣ । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକଙ୍କୁ ସମ୍ବୋଧିତ କରି ପରୀକ୍ଷା ବିଷୟରେ ଆଲୋଚନା କରିବେ । ‘ପରୀକ୍ଷା ପେ ଚର୍ଚ୍ଚା’ର କାର୍ଯ୍ୟକ୍ରମ ପାଇଁ ୨ କୋଟିରୁ ଅଧିକ ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକ ପଞ୍ଜୀକରଣ କରିଛନ୍ତି । ନୂଆଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମ୍‌, ଆଇଟିପିଓ, ପ୍ରଗତି ମଇଦାନରେ ପୂର୍ବାହ୍ନ ୧୧ଟାରୁ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।

Get real time updates directly on you device, subscribe now.