fbpx

ସନ୍ଧ୍ୟା ୬.୩୦ସୁଦ୍ଧା ୧୦ଜିଲ୍ଲାରେ କାଳବୈଶାଖୀ !

ଭୁବନେଶ୍ୱର, ୪ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଏବେ ତାପମାତ୍ରା ଧୀରେ ଧୀରେ ହ୍ରାସ ପାଇବା ସହ ସ୍ଥାନେ ସ୍ଥାନେ ବର୍ଷା ମଧ୍ୟ ହେଉଛି । ଏହାରି ମଧ୍ୟରେ ଆଜି ସନ୍ଧ୍ୟା ୬.୩୦ ସୁଦ୍ଧା ୧୦ଜିଲ୍ଲାରେ କାଳବୈଶାଖୀ ହେବା ନେଇ ସତର୍କ ସୂଚନା ଜାରି ହୋଇଛି । ଏହାସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ମଧ୍ୟ ରହିଛି । ୧୦ଜିଲ୍ଲା ଗୁଡ଼ିକ ମୟୂରଭଞ୍ଜ, ବାଲେଶ୍ୱର, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼ ଓ କଟକ ।

Get real time updates directly on you device, subscribe now.