fbpx

ବଡ଼ ଖବର; ବନ୍ଦ ହେଲା Facebook! କାମ କରୁନି ଲକ୍ଷ ଲକ୍ଷ ୟୁଜରଙ୍କ ଫେସବୁକ ଆକାଉଣ୍ଟ

ଓଡ଼ିଶା ଭାସ୍କର: ପୁଣିଥରେ ମେଟାର ଫେସବୁକକୁ ନେଇ ଦେଖା ଦେଇଛି ସମସ୍ୟା । ସର୍ଭର ଡାଉନ୍ ଯୋଗୁଁ ଲଗ୍ ଇନ୍ ସହ ଆକାଉଣ୍ଟରେ ଅନ୍ୟାନ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ଲକ୍ଷ ଲକ୍ଷ ୟୁଜର । ଏ ନେଇ ଟ୍ୱିଟରରେ ଅନେକ ୟୁଜର ପ୍ରଶ୍ନ କରିଥିଲେ ମଧ୍ୟ ମେଟା ତରଫରୁ କୌଣସି ପ୍ରତିକ୍ରିୟା ମିଳି ପାରିନାହିଁ । ତେବେ କିଛି ୟୁଜର ଫେସବୁକ ସହିତ ଇନଷ୍ଟାଗ୍ରାମ ସର୍ଭର ମଧ୍ୟ ଡାଉନ୍ ହୋଇଥିବା ନେଇ ଅଭିଯୋଗ କରିଛନ୍ତି ।

Get real time updates directly on you device, subscribe now.